Public App Logo
Jansamasya
National
South_delhi
Pmmsy
Haryana
Matsyasampadasesamriddhi
���ीएसटी
Cybersecurityawareness
Nextgengst
Fidfimpact
Happydiwali
Diwali2025
Railinfra4andhrapradesh
Responsiblerailyatri
Andhrapradesh
���हात्मा_गांधी
���ांधी_जयंती
Gandhijayanti
Digitalindia
Fisheries
Nfdp
Swasthnarisashaktparivar
Delhi
Vandebharatexpress
Didyouknow
Shahdara
New_delhi
Worldenvironmentday
Beattheheat

ଲକ୍ଷ୍ମୀପୁର: ତେନ୍ତୁଳି ପଦର ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବର ଅନୁଷ୍ଠିତ

Lakshmipur, Koraput | Nov 10, 2025
ଆଜି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାରାୟଣପାଟଣା ବ୍ଲକର ତେନ୍ତୁଳି ପଦର ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବର ଅନୁଷ୍ଠିତ ହୋଇଯାଇଥିବା ଦିନ ୧ଟେ ସମୟରେ ଦେଖିବାକୁ ମିଳିଛି। ଉକ୍ତ ଅଭିଯୋଗ ଓ ଜନ ଶୁଣାଣି ଶିବରରେ ୩୦ଗୋଟି ଅଭିଯୋଗ ଶୁଣାଣି ହୋଇଥିବା ବ୍ଲକ ଚେୟାରମ୍ୟାନ ଗୋଲାଡି ତ୍ରିନାଥ ସୂଚନା ଦେଇଛନ୍ତି।

MORE NEWS