ପୁରୀ: ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ, ଭକ୍ତଙ୍କ ମଧ୍ୟରେ ଚର୍ଚ୍ଚା
Puri, Puri | Oct 27, 2026
ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୀରେ ବର୍ଷା ଜାରି ଥିବାବେଳେ ଶ୍ରୀମନ୍ଦିର ନୀଳଚକ୍ର ଉପରେ ଚିଲ ବସିଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି।