ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ବିଜେପି ସହିତ ଜଡିତ ବୋଲି ବିଜେଡି ସଭାନେତ୍ରୀ ଶ୍ରୀମତୀ ଇପ୍ସିତା ସାହୁ କହିଛନ୍ତି, ଏହି ଘଟଣାରେ ରାଜ୍ୟ ସରକାରଙ୍କ ସିଧାସଳଖ ସମ୍ପୃକ୍ତି ରହିଛି ବୋଲି ଅଭିଯୋଗ କରିବା ସହିତ ଏହି ଘଟଣାର ସିବିଆଇ ତଦନ୍ତ ଦାବିକୁ ଦୋହରାଇ ଥିଲେ ।