ସୋରଡା: ସୋରଡ଼ା ନିର୍ବାଚନ ମଣ୍ଡଳୀର ବେଲଗୁଣ୍ଠା ପଞ୍ଚାୟତ ସମିତି କାର୍ଯ୍ୟଳୟ ରେ ସରକାରୀ ସହାୟତା ପ୍ରଦାନ ସମାରୋହ ରେ ଯୋଗଦେଲେ ବିଧାୟକ
Surada, Ganjam | Aug 22, 2025
ଆଜି ସୋରଡ଼ା ନିର୍ବାଚନ ମଣ୍ଡଳୀର ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଇନଡୋର ଷ୍ଟାଡିଅମ ଠାରେ ମାନ୍ୟବର ସୋରଡ଼ା ବିଧାୟକ ଶ୍ରୀ ନୀଳମଣି ବିଷୋୟୀ ଯୋଗଦେଇ...