ଆଠଗଡ: ଆଠଗଡ଼ ଖୁଣ୍ଟକଟା ଗ୍ରସ୍ତ ରେ ବିଜେପି ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା
ଅପରାହ୍ନ ରେ ଆଠଗଡ ତିଗିରିଆ ନିର୍ବାଚନ ମଣ୍ଡଳୀର ଖୁଣ୍ଟୁକଟା ଗ୍ରାମ ର ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପହଞ୍ଚିଲେ, ବିଜେପି ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ଆଠଗଡ଼ ଖୁଣ୍ଟୁକଟା ଠାରେ ସ୍ବାଗତ ଜଣାଇଲେ, ଆଠଗଡ଼ ତିଗିରିଆ ନିର୍ବାଚନ ମଣ୍ଡଳୀର ବିଜେପି ନେତା ଶ୍ରୀଯୁକ୍ତ ଅଭୟ କୁମାର ବାରିକ।