ପୁରୀ: ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ହିନ୍ଦୀ ମାସ ଉଦଯାପିତ
Puri, Puri | Oct 3, 2026
ପୁରୀ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଶ୍ରୀ ସଦାଶିବ ପରିସରରେ ହିନ୍ଦୀ ମାସର ଉଦଯାପନୀ ଓ ପୁରସ୍କାର ବିତରଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟାଳୟ କାର୍ଯ୍ୟରେ ହିନ୍ଦୀର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।