ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପାଳିତ ହେଲା ଜାତୀୟ ଏକତା ଦିବସ
ଝାରସୁଗୁଡ଼ା ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଅକ୍ଟୋବର 31 ତାରିଖରେ ଜାତୀୟ ଏକତା ଦିବସ ପାଳିତ ହୋଇଛି। ଏହି ଅବସରରେ ପୋଲିସ କର୍ମଚାରୀମାନେ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷା ବଜାୟ ରଖିବା ପାଇଁ ଶପଥ ପାଠ କରିଛନ୍ତି।