Public App Logo
Jansamasya
News
पुलिस
Bjp
National
Bihar
India
कांग्रेस
बीजेपी
Uttar_pradesh
Congress
Modi
Delhi
Viral
Crime
शिक्षा
शराब
Up
दिल्ली
Breakingnews
महिला
Narendramodi
Madhya_pradesh
Mp
Madhyapradesh
Pmmodi
Rahulgandhi
यूपी
स्कूल
Bhopal

ଚମ୍ପୁଆ: ବିଲେଇପଦା ନିକଟରେ ଟ୍ରକ ଧକ୍କାରେ କାର କ୍ଷତିଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

Champua, Kendujhar | Dec 16, 2025
ଯୋଡ଼ା ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା ନିକଟରେ ଆଜି ଏକ ଟ୍ରକ କାରକୁ ଧକ୍କା ଦେବା ଫଳରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ କାର କ୍ଷତିଗ୍ରସ୍ତ ହୋଇଥିବା ବେଳେ ସୌଭାଗ୍ୟ ବଶତଃ ଏଥିରେ ଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣା ପଡିଛି। ଏନେଇ ଘଟଣା ସ୍ଥଳରେ ସାମାନ୍ୟ ଉତ୍ତେଜନା ଦେଖା ଯାଇଥିବା ବେଳେ ପୋଲିସ ପହଞ୍ଚିଥିବା ଦେଖା ଯାଇଥିଲା।
ଚମ୍ପୁଆ: ବିଲେଇପଦା ନିକଟରେ ଟ୍ରକ ଧକ୍କାରେ କାର କ୍ଷତିଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ - Champua News