ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ବ୍ଳକ ଅନ୍ତର୍ଗତ ପୁର୍କାପାଲି ଗ୍ରାମ ରେ ଅନୁଷ୍ଠିତ ହେଉଥିବା ରାହାସ ଯାତ୍ରା ରେ ରାଜଗାଙ୍ଗପୁର ବିଧାୟକ ଡଃ ସିଏସ ରାଜନ ଏକ୍କା ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଧାୟକ ଅଂଶ ଗ୍ରହଣ କରି କାର୍ଯ୍ୟକ୍ରମ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମ ରେ ସ୍ଥାନୀୟ ଅଞ୍ଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ।