ଧର୍ମଗଡ: ପ୍ରଧାନମନ୍ତ୍ରୀ ଙ୍କ ଜନ୍ମ ଦିବସ ରେ କନ୍ତେର ରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ ଉପଲକ୍ଷେ ବୁଧବାର ସକାଳ ୯ ଟା ରେ ବଡବସୁଲ ଗ୍ରାମପଞ୍ଚାୟତ କନ୍ତେର ଗ୍ରାମ ଠାରେ ବୃକ୍ଷରୋପଣ କରାଯାଇଥିଲା ।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ଯୋଗ ଦେଇ ଏହାର ଶୁଭ ଉଦଘାଟନ କରିଵା ସହ ବୃକ୍ଷ ରୋପଣ କରି ବୃକ୍ଷର ଆବଶ୍ୟକତା ତଥା ଜଳବାୟୁ ପରିବର୍ତ୍ତନ ,ମୃତ୍ତିକା ସଂରକ୍ଷଣ ,ପ୍ରାକୃତିକ ଦୁର୍ବିପାକ ବିଷୟରେ ବୁଝାଇଥିଲେ।