ସୂଚନା ଅନୁସାରେ ଆଜି ଅପରାହ୍ନ ୪.୦୦ ଘଟିକା ସମୟରେ ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା - ୨୦୨୬ ଆୟୋଜନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ପ୍ରସ୍ତିତି ବୈଠକରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀମତି ଅଞଳୀନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧି