ଆନନ୍ଦପୁର: ଦଧିବାମନପୁର ସ୍କୁଲର ଶିକ୍ଷୟତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ, ଯୋଗଦେଲେ ଏବିଇଓଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି
Anandapur, Kendujhar | Jul 9, 2025
ଦଧିବାମନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ କମଳିନୀ ବାରିକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l...