ଜାତୀୟ ସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ପରବ ୨୦୨୫ ଚଳିତ ମାସ ୧୮ ତାରିଖରେ ଶୁଭାରମ୍ଭ ହେବାକୁ ଥିବା ବେଳେ ଆଜି ସନ୍ଧ୍ୟା ୫ ଘଣ୍ଟା ସମୟରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ମୁଖ୍ୟ ଫାଟକ ନିର୍ମାଣ କାର୍ଯ୍ୟ ଓରମାସ ଷ୍ଟଲ ସହ ମୁଖ୍ୟ ମଞ୍ଚ ବୁଲି ଦେଖିଛନ୍ତି କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ। ଅନ୍ୟମାନଙ୍କ ମଧ୍ୟରେ କୋରାପୁଟ ମୁନସିପାଲଟି ଚେୟାରମେନ ଲଲାଟ ରଞ୍ଜନ ସେଠୀ ସହ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।