Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Coronavirus
किसान
कांग्रेस
Accident
Congress
Modi
Delhi
Viral
Up
Bollywood
Breakingnews
Narendramodi
Madhya_pradesh
Mp
Madhyapradesh
Pmmodi
Kerala
Rahulgandhi
Chhattisgarh
Uttarpradesh
Haryana

କେଗାଁଓ: ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଉଦଘାଟିତ

Kegaon, Kalahandi | Sep 18, 2025
ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଉଦଘାଟିତ ଆଜି 18ତାରିଖ ଗୁରୁବାର ଅପରାହ୍ନ 5ଟାରେ ଜୁନାଗଡ଼ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଉଦଘାଟିତ ହୋଇଯାଇଛି ଏହି କର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭlଵେ ପୂର୍ବତନ ମନ୍ତ୍ରୀ ହିମାଂଶୁ ମେହେର ବିଜେପି ର ଦୁଇଜଣ ଉପ ଅଜୟ ପାଣିଗ୍ରାହୀ ମୁକେଶ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହି ସୁସ୍ଥ ନାରୀ ଶସକ୍ତ ପରିବାର ଉପରେ ଆଲୋକ ପlତ କରାଇ ଥିଲେ
କେଗାଁଓ: ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ ଉଦଘାଟିତ - Kegaon News