ସିମିନାଇଁ ଛକରେ ଅଲକାତରା ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ରାସ୍ତା କଡ଼ରେ ଅଲକାତରାର କୃତ୍ରିମ ପୋଖରୀ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ଏବେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି।