Public App Logo
Jansamasya
Haryana
Sambalpur
Cyclone
���ादी
Crimenews
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
Trending
���िवाद
���ोगी_आदित्यनाथ
Sonunigam
Arvindkejriwal
Jajpur
Rajasthannews
���ोधपुर
Rahul
Indianews
���ंगाल
No video available

ସୁନ୍ଦରଗଡ ସହର: କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ବ୍ଳକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ... କନକତୋରା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ହେମଗିର ବ୍ଳକ ସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଆଜି ଦିନ 4 ଟା ବେଳେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାତୋଟି ବିଭାଗରେ ମୋଟ ୩୨୦ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବ୍ଳକ ଅଧ୍ୟକ୍ଷ ପ୍ରେମାନନ୍ଦ ସା ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦର୍ଶନୀ କୁ ଉଦଘାଟନ କରିଥିଲେ। ଗୋଷ୍ଠୀ ଶିକ୍ଷା ଅଧିକାରୀ କରୁଣା ସାଗର ପଟେଲଙ୍କ ସଭାପତିତ୍ବରେ ଆୟୋଜିତ ଉଦଘାଟନୀ ସମାରୋହରେ ସମ୍ମାନୀତ ଅତିଥି ଜିଲ୍ଲା ପରିଷଦ ସଭ୍ୟା ମହିମା ସେଠ ଉପସ୍ଥିତ ଥିଲେ.