ଦିଗପହଣ୍ଡି: ପାତ୍ରପୁରରେ 70ତମ ଗଞ୍ଜାମ ଜିଲ୍ଲା ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତା ଅନୁଷ୍ଠିତ
ପାତ୍ରପୁରର ପିଏମ ଶ୍ରୀ ମହନ୍ତଶ୍ରୀ ପରାଙ୍କୁଶ ବିଦ୍ୟାପୀଠ ଖେଳ ପଡିଆରେ ଆୟୋଜିତ ହୋଇଛି 70ତମ ଗଞ୍ଜାମ ଜିଲ୍ଲା ବିଦ୍ୟାଳୟ ସମୂହ କବାଡି ପ୍ରତିଯୋଗିତା। ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି।