Public App Logo
Jansamasya
News
पुलिस
Maharashtra
Bjp
National
Police
Bihar
India
Gujarat
भाजपा
Congress
Modi
Delhi
Viral
Bollywood
दिल्ली
Patna
Breakingnews
Narendramodi
Madhya_pradesh
Nsui
Madhyapradesh
Pmmodi
Rahulgandhi
यूपी
Bhopal
सपा
Uttarpradesh
Haryana

ଝାରପୋଖରିଆ: ବିଶୋଇ ଠାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ, ସାରସକଣା ବିଧାୟକ ଙ୍କ ଯୋଗଦାନ

ରବିବାର ଅପରାହ୍ନ ପ୍ରାୟ ୪ଟାରେ ମୟୂରଭଞ୍ଜ ଜିଲ୍ଲା ବିଶୋଇ ଠାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ତେବେ ଏଥିରେ ମୁଖ୍ୟ ଅତିଥି ଭାବେ ସାରସକଣା ବିଧାୟକ ଭାଦବ ହାଁସଦା ଯୋଗ ଦେଇଥିଲେ।