Public App Logo
Jansamasya
���ादसा
News
Bjp
National
Bihar
���ीजेपी
���िधायक
Congress
Modi
Delhi
Viral
Rajasthan
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
Crimenews
Cbi
Mathura
Fatehpur
Jodhpur
Amitshah
Uppolice
Punjab

ଭଞ୍ଜନଗର: ଗଂଜାମ ଜିଲ୍ଲା ଭଂଜନଗର ବ୍ଲକ ଲେମ୍ଵେଇ ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

Bhanjanagar, Ganjam | Jan 12, 2026
ଗଂଜାମ ଜିଲ୍ଲା ଭଂଜନଗର ବ୍ଲକ ଲେମ୍ଵେଇ ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ସୁଣାଣି କାର୍ଯ୍ୟକ୍ରମ ଅ।ଜି ଦିନ 10 ଘଣ୍ଟ ସମୟରେ ହୋଇଥିବାର ଖବର ମିଳିଥିବା ବେଳେ ଭଂଜନଗର ବ୍ଲକର ବିଡିଓଙ୍କ ସମେତ ସମସ୍ତ ବିଭାଗର ଅଧିକାରୀ ମାନେ ଯୋଗ ଦେଇ ସାଧାରଣ ଜନତାଙ୍କ ଅଭିଯୋଗକୁ ଗ୍ରହଣ କରିବା ସହ ତାହର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ ।

MORE NEWS