ଭାଟସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଥିବା ଅଭିଯୋଗ। ନାଳରୁ ମୃତଦେହ ଉଦ୍ଧାର ପରେ ଅଞ୍ଚଳରେ ଉତ୍ତେଜନା। ପୁଲିସ କରୁଛି ତଦନ୍ତ।