Public App Logo
Jansamasya
News
Bjp
National
Police
Bihar
India
जनसमस्या
चुनाव
बीजेपी
भाजपा
Congress
Modi
Delhi
Viral
Jharkhand
Iyc
Bollywood
दिल्ली
Patna
Breakingnews
महिला
Narendramodi
Madhya_pradesh
सोशल_मीडिया
Mp
Madhyapradesh
Ahmedabad
Pmmodi
Rahulgandhi

ପଟ୍ଟାଙ୍ଗୀ: କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ନାମଯଜ୍ଞ ଅଷ୍ଟପ୍ରହରୀ ଅନୁଷ୍ଠିତ

Pottangi, Koraput | Nov 5, 2025
କାର୍ତ୍ତିକ ପୂର୍ଣ୍ଣିମା, ରାସ ବା ରାସ ପୂର୍ଣ୍ଣିମା ନାମରେ ମଧ୍ୟ ପରିଚିତ ‌। ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି। ଏହି ପରିପେକ୍ଷୀରେ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ଓ ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଅଞ୍ଚଳରେ ନାମଯଜ୍ଞ ଓ ଅଷ୍ଟପ୍ରହରୀ ଅନୁଷ୍ଠିତ ହେଉଥିବା ରାତ୍ରି ୯ଟା ସମୟରେ ଦେଖିବାକୁ ମିଳିଛି।

MORE NEWS