ପଟ୍ଟାଙ୍ଗୀ: ସୁବାଇ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
Pottangi, Koraput | Sep 1, 2025
ଆଜି ପଟାଙ୍ଗୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେମିଳିଗୁଡା ବ୍ଲକର ସୁବାଇ ଗ୍ରାମପଞ୍ଚାୟତର ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସ୍ତରୀୟ ସଚେତନତା ଓ...