ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ, ନିଆଗଲା ଶପଥ
Bhubaneswar, Khordha | Oct 27, 2026
ରାଜ୍ୟବ୍ୟାପୀ ପାଳନ ହେଉଛି ଦୁର୍ନୀତି ନିବାରଣ ସଚେତନତା ସପ୍ତାହ। ଆଜିଠାରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ। 'ସାଧୁତାରୁ ସମୃଦ୍ଧି' ବିଷୟବସ୍ତୁକୁ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଶପଥ ପାଠ କରାଯାଇଛି।