ଝାରସୁଗୁଡା ଜିଲ୍ଲା କିର୍ମିରା ବ୍ଲକ କାର୍ଯ୍ୟାଳୟ ସଭାଗୃହଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି l ଆଜି ପୂର୍ବାହ୍ନ ୧୦ ଟାରୁ ଅପରାହ୍ନ ୨ ଟା ଯାଏଁ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ସୂର୍ଯ୍ୟା°ଶୁ ରୂତ୍ ଙ୍କ ଅଧ୍ୟକ୍ଷତାରେ ଏହି ଅନୁଷ୍ଠିତ ଶିବିର ଅନୁଷ୍ଠିତ ହୋଇଛି l ଏଥିରେ ପଞ୍ଚାୟତ ସମିତି ଅଧ୍ୟକ୍ଷା କୃଷ୍ଣପ୍ରିୟା ସାହୁ, ବିଡ଼ିଓ ଅବିନାଶ ଲାକ୍ରା, ଡି ଏସ୍ ପି ଜ୍ୟୋତ୍ସ୍ନାମୟୀ ପ୍ରଧାନଙ୍କ ସମେତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିରରେ ମୋଟ ୨୪ଗୋଟି ଅଭିଯୋଗ ଆଗତ ହୋଇଥିବା ବେଳେ ତନ୍ମଧ