ସୋନପୁର: ପ୍ରଶାସନ ପକ୍ଷରୁ ଆଜି ଗାନ୍ଧୀ ଷ୍ଟାଡିୟମ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରୁ ପୁଷ୍ପମାଲ୍ୟ ଅର୍ପଣ କାରା ଯାଇଛି
ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଗାନ୍ଧୀ ଷ୍ଟାଡିୟମ ଠାରେ ଥିବା ତାଙ୍କ ପ୍ରତିମୂର୍ତ୍ତି ରୁ ପୁଷ୍ପମାଲ୍ୟ ଅର୍ପଣ କାରା ଯାଇଛି।ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟ କ୍ରମରେ ଜିଲ୍ଲାପାଳ ଡ଼କ୍ଟର ନୃପରାଜ ସହୁ,ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକ ,ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ନିଜକୁ ସାମିଲ କରିଥିଲେ।