ଘସିପୁରା ବ୍ଲକ୍ ଅନ୍ତର୍ଗତ ଓଡ଼ପଡ଼ା ଗ୍ରାମରେ ମା’ ମଙ୍ଗଳାଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ତିନି ଦିନ ଧରି ଅତ୍ୟନ୍ତ ଭକ୍ତିଭାବ ଓ ଆନନ୍ଦ ଉଲ୍ଲାସର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ଗ୍ରାମରେ ଏକ ଆଧ୍ୟାତ୍ମିକ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି