Public App Logo
Jansamasya
News
Bjp
National
Bihar
���ीजेपी
���िधायक
Congress
Modi
Delhi
���ाजस्थान
Jharkhand
Rajasthan
���ध्यप्रदेश
���मित_शाह
Breakingnews
Narendramodi
Nitishkumar
Madhya_pradesh
Pmmodi
Rahulgandhi
���रियाणा
Haryana
���ादी
Crimenews
Aap
Indore
Bareilly
Nda
School

ଚିକିଟି ବ୍ଲକ୍ କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ୨୦୨୫ ଅନୁଷ୍ଠିତ

Chikiti, Ganjam | Nov 19, 2025
ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ କାର୍ଯ୍ଯାଳୟ ଠାରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ବୁଧବାର ପୂର୍ବାହ୍ନରେ ଆୟୋଜିତ କାର୍ଯ୍ୟକ୍ରମରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟ, ଚିକିଟିର ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରାଙ୍କ ସହ ବହୁ ଅଧିକାରୀ ମାନେ ଉପସ୍ଥିତ ଥିଲେ।

MORE NEWS

No related stories for this location.