Public App Logo
Jansamasya
News
पुलिस
Bjp
National
Bihar
बिहार
कांग्रेस
बीजेपी
विधायक
Congress
Modi
Delhi
Viral
Crime
Odisha
Rajasthan
अमित_शाह
दिल्ली
Breakingnews
Madhya_pradesh
Pmmodi
Ipl
Rahulgandhi
Haryana
Cricket
तेजस्वी_यादव
शादी
Crimenews
Kolkata

ନିମାପଡା: ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଜଣେ ନାବାଳିକାକୁ ଦୁଷ୍କର୍ମ କରି ଗର୍ଭବତୀ ମାମଲା, ୨ଅଭିଯୁକ୍ତ ଗିରଫ ପରେ କୋର୍ଟ ଚାଲାଣ

Nimapada, Puri | Oct 5, 2025
ନିମାପଡ଼ା ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଜଣେ ୧୫ ବର୍ଷିୟା ନାବାଳିକାକୁ ମିଥ୍ୟା ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରି ଗର୍ଭବତୀ କରିବା ମାମଲାରେ ବଳଙ୍ଗା ପୁଲିସ ପକ୍ଷରୁ ଗତକାଲି ସନ୍ଧ୍ୟାରେ ଭୁବନେଶ୍ଵରରେ ଚଢାଉ କରାଯାଇ ୨ଜଣ ଅଭିଯୁକ୍ତକୁ ଗିରଫ କରାଯାଇଥିଲା । ଅଭିଯୁକ୍ତ ମାନେ ହେଲେ ବାଲିଆ ଗ୍ରାମର ମିଲୁ ନାୟକ ଓ ରାଧା ଗୋବିନ୍ଦ ବିଶୋାଇ ବୋଲି ପୁଲିସ ସୂଚନା ଦେଇଛିା ଆଜିଅପରାହ୍ନ ୪ଟାରେ ୨ଅଭିମୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ।
ନିମାପଡା: ବ୍ଲକ ଅନ୍ତର୍ଗତ ଏକ ଗ୍ରାମରେ ଜଣେ ନାବାଳିକାକୁ ଦୁଷ୍କର୍ମ କରି ଗର୍ଭବତୀ ମାମଲା, ୨ଅଭିଯୁକ୍ତ ଗିରଫ ପରେ କୋର୍ଟ ଚାଲାଣ - Nimapada News