ଜାତୀୟ ସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ପରବ ୨୦୨୫ ଆଜିଠାରୁ ଶୁଭାରମ୍ଭ ହେବାକୁ ଥିବା ବେଳେ ଆଜି ସକାଳ ୧୦ଘଣ୍ଟା ସମୟରେ ପ୍ରତିକ୍ରିୟା ରଖିଛନ୍ତି କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମହାଜନ। ଆଜି ସଂନ୍ଧ୍ୟାରେ ଗ୍ରୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜାତୀୟ ସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ପରବ ଶୁଭାରମ୍ଭ କରିବେ ବୋଲି ସୂଚନା ଦେଇଛନ୍ତି।