Public App Logo
Jansamasya
हादसा
News
पुलिस
Maharashtra
Bjp
National
Police
Bihar
कांग्रेस
Congress
Accident
Modi
Delhi
Viral
Crime
Up
अमित_शाह
Bollywood
Breakingnews
Narendramodi
Madhya_pradesh
Mp
उत्तरप्रदेश
Pmmodi
Rahulgandhi
यूपी
Uttarpradesh
Haryana
Cricket

ବାଣପୁର: ବିଧାର ପୁର ସ୍ଥିତ ଶୁଭ ମଙ୍ଗଳ କଲ୍ୟାଣ ମଣ୍ଡପ ଠାରେ ବିଜେପି ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ,

Banapur, Khordha | Sep 26, 2025
ଆଜି ଅପରାହ୍ନ ୪ ଟା ସମୟରେ ଶେଷ ହୋଇଥିଲା ରକ୍ତ ଦାନ ଶିବିର, ଏଥିରେ ୪୦ ୟୁନିଟ ରକ୍ତ ସଂଗୃହିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବରିଷ୍ଠ ବିଜେପି ନେତା ଦୁଷ୍ମନ୍ତ ହରି ଚନ୍ଦନ,