ରାଉରକେଲା ବିମାନ ବନ୍ଦରର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ରାଉରକେଲା ସହରବାସୀ ଦୀର୍ଘ ବର୍ଷ ହେଲା ଦାବି କରି ଆସୁଛନ୍ତି ।ଏନେଇ ରବିବାର ଅପରାହ୍ନରେ ରାଉରକେଲା ସହରର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଛି। ରାଉରକେଲା ଆକ୍ସନ କମିଟି ତରଫରୁ ଏହି ପଥ ପ୍ରାନ୍ତ ସଭା ଅନୁଷ୍ଠିତ ହୋଇଛି।