କଣ୍ଟାବାଞ୍ଜି: ବଙ୍ଗୋମୁଣ୍ଡା ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ମକର ମିଳନ ଉତ୍ସବ
ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ଦିବ୍ୟ ଚେତନା ମହିମା ସନ୍ଥ ଭୀମ ଭୋଇ ଗୁରୁକୁଳ ଆଶ୍ରମ ରେ ଆଜି ବଙ୍ଗୋମୁଣ୍ଡା ଚଉଷଠି ଯୁଗନୀ ସାହିତ୍ୟ କଳା ପରିଷଦ ପକ୍ଷରୁ ୯ମ ତମ ମକର ମିଳନ ଉତ୍ସବ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି