Public App Logo
Jansamasya
News
���ुलिस
Maharashtra
Bjp
National
Police
Bihar
India
Congress
Delhi
Viral
Jharkhand
���मित_शाह
���िल्ली
Breakingnews
Narendramodi
Nitishkumar
Madhya_pradesh
Pmmodi
Ipl
Rahulgandhi
Haryana
Uttarpradesh
Cricket
Crimenews
Aap
Bareilly
���चिन
Morena
No video available

ଓରିଏଣ୍ଟ: ଶନିବାର ମଧ୍ୟାନ ୧ଟା ସମୟରେ ପଣ୍ଡରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଶୁଭ ଉଦଘାଟନ ସମାରୋହ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି

Orient, Jharsuguda | Jul 27, 2024
ଶନିବାର ମଧ୍ୟାନ ୧ଟା ସମୟରେ ପଣ୍ଡରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଶୁଭ ଉଦଘାଟନ ସମାରୋହ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ସୁରେଶ ପୂଜାରୀ,ସମ୍ମାନିତ ଅତିଥି ଭାବରେ ମୁଖ୍ୟ ଉନ୍ନୟନ ଅଧିକରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ପ୍ରବୀର୍ କୁମାର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଡ ରାଧାକାନ୍ତ ଗର୍ତିଆ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିନୟ ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ଅଧ୍ୟକ୍ଷ ଖରାଂଶୁ କିରଣ ସାହୁ,ବରିଷ୍ଠ ଶିକ୍ଷକ ରଞ୍ଜନ କୁମାର ପ୍ରଧାନ,ପୁରାତନ ଛାତ୍ର ସଂଗଠନ ସଦସ୍ୟ ଉପସ୍ଥିତ ଥିଲେ ।