କଣ୍ଟାମାଳ: ଶଗଡ଼I ଠାରେ ପ୍ରଶାସନ ର ସୁଶାସନ ଦିବସ
ଶଗଡାରେ ଶୁଶାସନ ଦିବସ ପାଳିତ ବୌଦ୍ଧ ଜିଲ୍ଲା ସଦର ବ୍ଲକ ଶଗଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁଶାସନ ଦିବସ ପାଳିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାସଚନ୍ଦ୍ର ଦଣ୍ଡସେନା, ବୌଦ୍ଧ ବିଡ଼ିଓ, ସ୍ଥାନୀୟ ସରପଞ୍ଚ ସନ୍ଧ୍ୟାରାଣୀ ମହାକୁଡ଼ ସମେତ ଅଞ୍ଚଳର ଜନସାଧାରଣ ଉପସ୍ଥିତ ଥିଲେ | ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ନାୟକ ସମସ୍ତ ଅଧିକାରୀ ମାନଙ୍କୁ ଗାଁ କୁ ଗାଁ ଯାଇ ଲୋକଙ୍କ ପାଖରେ ପହଂଚି ତାଙ୍କ ର ସୁବିଧା, ଅସୁବିଧା ସମ୍ପର୍କରେ