ଆଜି ସଂଧ୍ୟା 6 ଟାରେ ଅନୁଗୋଳ ମହିମା ଜ୍ୟୋତି ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ସାମିଲ ହେଲେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା। ବାର୍ଷିକ ଉତ୍ସବ ଅବସରରେ ମହାବିଦ୍ୟାଳୟ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ଥିବା ଛାତ୍ରୀ ମାନଙ୍କୁ ସମ୍ମାନିତ କରିବା ସହ ଶୁଭେଚ୍ଛା ଜଣାଇଲେ ବିଧାୟକ। ଏହି କାର୍ଯ୍ୟକ୍ରମରେ ଅନୁଗୋଳ ବିଧାୟକ Pratap Chandra Pradhan ଉପସ୍ଥିତ ଥିଲେ ।