ଅନୁଗୋଳ: ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ଆସନ୍ତାକାଲି ସକାଳ ୮.୩୦ରୁ ୨୫ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି
Anugul, Angul | Aug 23, 2025
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷର ଅନୁଗୁଳ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।...