Public App Logo
Jansamasya
News
Maharashtra
बॉलीवुड
Bjp
National
Police
Bihar
India
कांग्रेस
Congress
Modi
Delhi
Viral
Rajasthan
Bollywood
दिल्ली
Patna
Breakingnews
Madhya_pradesh
अनिल
Cm
Nsui
Pmmodi
Rahulgandhi
यूपी
कानपुर
Pm
Uttarpradesh
Haryana

ଖଲ୍ଲିକୋଟ୍: ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ମହାବିଦ୍ୟାଳୟରେ ଜାତୀୟ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ

Khalikote, Ganjam | Jan 12, 2026
ଖଲ୍ଲିକୋଟ ସ୍ଥିତ ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ମହାବିଦ୍ୟାଳୟରେ ଦେଶପ୍ରେମ ଓ ଜାତୀୟ ଏକତାର ଭାବନା ଜାଗ୍ରତ କରିବା ଉଦ୍ଦେଶ୍ୟରେ ଆଜି ଜାତୀୟ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଭବ୍ୟ ଆଡ଼ମ୍ବର ସହକାରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଲେଜର ଅଧ୍ୟକ୍ଷ, ଅଧ୍ୟାପକମାନେ ଓ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ନିର୍ଦ୍ଧାରିତ ସମୟ ଦିନ ୧୧ ଟା ସମୟରେ ସୁଶୃଙ୍ଖଳିତ ଭାବେ ଏକତ୍ରିତ ହୋଇ କଲେଜ ପ୍ରାଙ୍ଗଣରେ ଜାତୀୟ ସଙ୍ଗୀତ ଗାନ କରିଥିଲେ ।