କୋରାପୁଟ ସହର: କୋରାପୁଟ ରେ ବିଶ୍ୱ AIDS ଦିବସ ପାଳିତ
କୋରାପୁଟ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରୁ ଏକ ରାଲି ବାହାରି ଜ଼ିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲା। ଏହି ରାଲିରେ ବିଭିନ୍ନ ମହାବିଦ୍ୟାଳୟ ର ଛାତ୍ର ଛାତ୍ରୀ ଙ୍କ ସମେତ ନର୍ସିଙ୍ଗ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ।