ଛେଣ୍ଡିପଦା: ଛେଣ୍ଡିପଦା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ, ୯୧ଟି ଅଭିଯୋଗର ଶୁଣାଣି
ଅନୁଗୋଳ ଜିଲ୍ଲା ଛେଣ୍ତିପଦା ବ୍ଲକ୍ କାର୍ଯ୍ୟାଳୟରେ ଜିଲ୍ଲାପାଳ ଅବଦୁଲ ମହମଦ ଅଖତାରଙ୍କ ଉପସ୍ଥିତିରେ ସ୍ଥାନୀୟ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମବାର ୧୧ ଘଟିକାରୁ ୨ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି।