ରାଉରକେଲା ଜଲଦା ଏ ବ୍ଳକ ନିକଟରେ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ଘଟଣା ପରେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ଘଟଣାର ତଦନ୍ତ କରାଯାଉଥିବା କହିଛନ୍ତି ମନ୍ତ୍ରୀ। ସୋମବାର ମଧ୍ୟାହ୍ନରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା