Public App Logo
Jansamasya
Haryana
���ादी
Crimenews
Karnataka
Bareilly
���प
Agra
Biharnews
Jodhpur
Fatehpur
Kanganaranaut
Amitshah
Fire
Live
Jhansi
Yogiadityanath
Rain
���ोगी_आदित्यनाथ
Sonunigam
Arvindkejriwal
Rajasthannews
Rahul
Indianews
���ंगाल
Gwaliornews
New_delhi
���िल्ली_मेट्रो
Newsupdate
���निका
No video available

ଜଗତସିଂହପୁର: ନାଉଗାଁ ବ୍ଲକ ଡାବର ପଞ୍ଚାୟତରେ 'ଆମ ଓଡି଼ଶା ନବୀନ ଓଡି଼ଶା' ପଞ୍ଚାୟତସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ; ଯୋଗଦେଲେ ବିଧାୟକ

ଆଜି ନାଉଗାଁ ବ୍ଲକ ଅଧୀନସ୍ଥ ଡାବର ପଞ୍ଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡି଼ଶା ନବୀନ ଓଡି଼ଶା ମାଧ୍ୟମରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଯୋଗଦେଇ ପଞ୍ଚାୟତରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟ ସମ୍ପର୍କରେ ସଚେତନତା କରିଥିବା ଦେଖାଯାଇଛି ।