କୋକସରା: କଲମପୁରରେ ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ: ସାତ ଦଫା ଦାବିରେ ଗର୍ଜିଲେ ଶତାଧିକ କର୍ମୀ
କଲମପୁର ମହିଳା ଓ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ସମ୍ମୁଖରେ ଅଲ୍ ଓଡ଼ିଶା ଅଙ୍ଗନବାଡ଼ି ୱାର୍କର୍ସ ଆସୋସିଏସନ୍ ପକ୍ଷରୁ ବିକ୍ଷୋଭ। ସାତ ଦଫା ଦାବି ପୂରଣ ପାଇଁ ଦାବି କଲେ ଶତାଧିକ ଅଙ୍ଗନବାଡ଼ି କର୍ମୀ ଓ ସହାୟିକା।