ସୋନପୁର: ଆସନ୍ତାକାଲି ପାଇଁ ସୁବର୍ଣ୍ଣପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବିଜୁଳି ଘଡଘଡ଼ି ସହ ବର୍ଷା ସମ୍ଭାବନା
Sonapur, Subarnapur (Sonepur) | Sep 7, 2025
ସୂଚନା ଅନୁସାରେ ଆଜି ଅପରାହ୍ନ ୩ ଘଣ୍ଟା ସମୟରେ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲାକୁ ୟୋଲ ୱାର୍ନିଙ୍ଗ ଜାରି କରାଯାଇଛି l...