ଭୁବନେଶ୍ବର ମ୍ୟୁନିସିପାଲଟି କର୍ପୋରେସନ: ପାଣିପାଗ ସ୍ଥିତି ନେଇ ଭୁବନେଶ୍ୱର ସ୍ଥିତ ପାଣିପାଗ ଅଫିସରେ ପ୍ରତିକ୍ରିୟା ରଖିଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୈଜ୍ଞାନିକ ସଂଜୀବ ଦିୱେଦି
Bhubaneswar M Corp, Khordha | Sep 4, 2025
ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ ଲଘୁଚାପ ବର୍ଷା । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତି...