କେନ୍ଦୁଝର ସଦର: କେନ୍ଦୁଝରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା: ତଦନ୍ତ ଆରମ୍ଭ କଲା ସାଇଣ୍ଟିଫିକ୍ ଟିମ୍
କେନ୍ଦୁଝର ତୁରୁମୁଙ୍ଗା ଥାନା ଖୁଣ୍ଟାପଡା ରାସ୍ତାରେ ବ୍ୟବସାୟୀ ତ୍ରିଲୋଚନ ମହାନ୍ତଙ୍କୁ ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଛନ୍ତି। ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।