ନବରଙ୍ଗପୁର ଜିଲ୍ଲା ଝରୀଗାଁଠାରେ ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ପକ୍ଷରୁ ଆୟୋଜିତ ବ୍ଲକସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟଚାଷ ଓ ପ୍ରାଣୀପାଳନ ମାଧ୍ୟମରେ ଚାଷୀମାନଙ୍କୁ ଆତ୍ମନିର୍ଭରଶୀଳ କରିବା ସହ ସେମାନଙ୍କ ଆର୍ଥିକ ସ୍ଥିତି ଓ ଜୀବନଜୀବିକାକୁ ସୁଦୃଢ଼ କରିବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ଥିଲା। #Jharigaon #Nabarangpur #FisheriesAndAnimalHusbandry #FisheriesFair #LivestockFair #FarmersFair #OdishaGovernment #FarmersDevelopment #FishFarming #AnimalHusbandry #SelfReliantFarmers #AgricultureNews #NabarangpurNews #OdishaNews #CharchaTV