ବାଲେଶ୍ବର ସଦର: ବାଲେଶ୍ୱର ପରିଖି ପଞ୍ଚାୟତରେ ବନ୍ୟା ପ୍ରଭାବିତଙ୍କ ପାଇଁ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିର
ବାଲେଶ୍ୱର ସଦର ନିର୍ବାଚନ ମଣ୍ଡଳୀର ପରିଖି ପଞ୍ଚାୟତରେ ଆୟୋଜିତ ନିଶୁଳ୍କ ସ୍ୱାସ୍ଥ୍ୟ ଶିବିରରେ ଯୋଗଦେଲେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ବିଧାୟକ ମାନସ କୁମାର ଦତ୍ତ। ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ଦିଆଗଲା ଗୁରୁତ୍ୱ।