କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ପକ୍ଷରୁ ନିଶାମୁକ୍ତ ଭାରତ ଓ ସାଇବର କ୍ରାଇମ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ଏଥିରେ ୩୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ସ୍ଥାନୀୟ ବାସିନ୍ଦା ସାମିଲ ହୋଇଥିଲେ।