Public App Logo
Jansamasya
National
Delhi
Vandebharatexpress
Didyouknow
Shahdara
New_delhi
South_delhi
Worldenvironmentday
Beattheheat
Beatncds
Stopobesity
Hiv
Aidsawareness
Oralhealth
Mentalhealth
Seasonalflu
Worldimmunizationweek
Healthforall
Sco
Blooddonation
Saynototobacco
Vayvandanacard
Ayushmanbharat
Tbmuktbharat
Pmjay
Jansamasya
Liverhealth
Sicklecellawareness

ମୋହନା: ଗଜପତି ଜିଲା ମୋହନା ଥାନା ଶିକୁଳିପଦର ନିକଟରୁ ୨ କୁଇଣ୍ଟାଲ ରୁ ଉର୍ଦ୍ଧ ଗଞ୍ଜେଇ ଜବତ, ଜଣେ ଗିରଫ

Mohana, Gajapati | Sep 16, 2025
ଗଜପତି ଜିଲା ମୋହନା ଥାନା ଶିକୁଳିପଦର ନିକଟରୁ ୨ କୁଇଣ୍ଟାଲ ରୁ ଉର୍ଦ୍ଧ ଗଞ୍ଜେଇ ଜବତ କରିଛି ମୋହନା ପୋଲିସ। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ଶିକୁଳିପଦର ଗାଁର ବୁଡୁ ରଇତ।ଯାହାକୁ ନେଇ ଆଜି ଦିନ ଗୋଟାଏ ସମୟରେ ଗଜପତି ଏସପି ଯତୀନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି

MORE NEWS