କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅବସରରେ ସହିଦ ରେଣ୍ଡୋ ମାଝୀ ମଞ୍ଚରେ ଘୁମୁରା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବ ଅବସରରେ ମଞ୍ଚରେ ଅନୁଷ୍ଠିତ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଛଅଗୋଟି ଘୁମୁରା ଦଳ ଭାଗ ନେଇଥିଲେ। ଏଥିରେ ଜୟପାଟଣାରୁ ଆସିଥିବା ଜଗଜ୍ଜନନୀ ଘୁମୁରା ଦଳ, ଗୋଲାମୁଣ୍ଡା ଘୁମୁରା ଦଳ, ଭବାନୀପାଟଣା କାରୁଣ୍ଡ ଘୁମୁରା ଦଳ ତୃତୀୟ ସ୍ଥାନ ଅଧିକାର କରି ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ହୋଇଥିଲେ। ଆଜି